• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Leo

ସିଂହ

Monday 14 Oct 2024

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଯେକୌଣସି ନୂତନ କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :