• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Virgo

କନ୍ୟା

Monday 14 Oct 2024

ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ମିତ୍ରଙ୍କଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର‌୍ୟ୍ୟାଦା ବୃଦ୍ଧି ପାଇବ । ପରିବାରରେ ସୁଖ ଶାନ୍ତି ଲାଗିରହିବା ସହିତ ସମସ୍ତ ଚିନ୍ତା ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇପାରନ୍ତି । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଜମିବାଡି ସମ୍ପର୍କୀୟ ବିବାଦରୁ ମୁକ୍ତି ପାଇବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :