• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Libra

ତୁଳା

Monday 14 Oct 2024

ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ନୂତନ ସମ୍ପତ୍ତି କ୍ରୟ କରିପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ୍ ବୁଝି ପାରନ୍ତି । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :