• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Scorpio

ବିଛା

Monday 14 Oct 2024

ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ଗୃହରେ ଧର୍ମ କାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ ହେବେ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି ।

ପ୍ରତିକାର – ମା’ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :