• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Sagittarius

ଧନୁ

Monday 14 Oct 2024

ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଛାତ୍ରଛାତ୍ରୀମାନେ ସ୍ୱାଭିମାନୀ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁନିବାକୁ ପାଇପାରନ୍ତି । ବ୍ୟବସାୟରେ ଉନ୍ନତି ଫଳରେ ଆଶାତୀତ ଲାଭାବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇପାରନ୍ତି ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :