• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 14th October To 20th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂଆ ଘର କିଣିବାରେ ଟଙ୍କା ବିନିଯୋଗ କରିପାରନ୍ତି । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ।

Capricorn

ମକର

Monday 14 Oct 2024

ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ଖଳ ପ୍ରକୃତିର ଲୋକଙ୍କଠାରୁ ଦୂରତା ରଖିବା ଉଚିତ୍ । ଅପରିଚିତ ଲୋକଙ୍କ ସହିତ ଅଧିକ କଥାବାର୍ତ୍ତା କରନ୍ତୁ ନାହିଁ । ରାଜନୀତି କ୍ଷେତ୍ରରେ ଲୋକମାନେ ଆପଣଙ୍କ ପଛରେ ସମାଲୋଚନା କଲେ ମଧ୍ୟ ମାନସିକ ଚାପ ହ୍ରାସ ପାଇବ । ବାଦବିବାଦ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଖେଳ କୁଦରେ ଖୁସି ରହିବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :