ଏହି ସପ୍ତାହରେ ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ନିଜର ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରିବେ । ଚାକିରିରେ ସ୍ଥାନାନ୍ତର ହେବାକୁ ଚେଷ୍ଟା କଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ ହେବ । ଛାତ୍ରଛାତ୍ରୀମାନେ ପାଠ ପଢାରେ ଉଚ୍ଚ ଶ୍ରେଣୀ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ମାନସମ୍ମାନ ଓ କ୍ଷାତି ବଢିବ ।
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯