• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17March 2025 To 22th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।

Aries

ମେଷ

Monday 17 Mar 2025

ନିଜର ପରିଶ୍ରମରେ ଅନେକ ପରିବର୍ତ୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରଷାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।