ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।
ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଜାଗା, ଜମି ଆଦି କ୍ରୟ କରିବାର ସୁଯୋଗ ଅଛି। ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ। ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ। ଗୁରୁଜନ ଓ ଶିଶୁମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ନିତ୍ୟାନ୍ତ ଆବଶ୍ୟକ। ଯଦି ପୂର୍ବରୁ କୈାଣସି ବ୍ୟକ୍ତିଙ୍କ ସହ ବାଦ ବିବାଦ ହୋଇଥାଏ , ତାହା ମଧ୍ୟ ସମାଧାନ ହୋଇଯିବ। ସମସ୍ୟା ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କାଠିକର ପାଠ ହେବ। ଆଜି ଯାତ୍ରା, ଆଲୋଚନା, ଚୁକ୍ତିପତ୍ର ପ୍ରଭୃତି ତରବରିଆ ଭାବେ କରିବା ଠିକ୍ ହେବନାହିଁ।
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।