• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17March 2025 To 22th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।

Pisces

ମୀନ

Monday 17 Mar 2025

ଧନ ସଞ୍ଚୟ କରିବା ପାଇଁ କିଛି ସଂଘର୍ଷ ମଧ୍ୟ କରିବାକୁ ପଡ଼ିପାରେ। ବାସସ୍ଥାନ ବା ଯାନବାହନର ନବୀକରଣ ସୁଯୋଗ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ପଢା ପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ ଅନ୍ୟମାନଙ୍କର କଥାକୁ ଠିକ୍ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ଆଶ୍ୱାସନା ଲାଭ କରି ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଃଚିନ୍ତା ଦୂର ହେବ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ନିଷ୍ଫଳ ହେବନି।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।