• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17March 2025 To 22th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।

Cancer

କର୍କଟ

Monday 17 Mar 2025

ପରିବାର ସଦସ୍ୟଙ୍କ ସବୁ ଦାୟିତ୍ୱକୁ ପୂରଣ କରିବେ।। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିପାରେ। ଚାକିରି ଖୋଜୁଥିବା ବ୍ୟକ୍ତି ମାନଙ୍କୁ ନିଜର ପରିଣାମ ମିଳିବ। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ମିତ୍ରଙ୍କ ସାହାଯ୍ୟ ଦ୍ୱାରା ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। କର୍ମକ୍ଷେତ୍ରରେ ହଠାତ୍ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା ତେଣେଥାଉ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅଧିକାଂଶ ସମୟ ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହ ଯାନବାହାନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ।

ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।