ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।
ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଠିତ ହେବ। ଗୃହକୁ ସମ୍ପର୍କୀୟ ମାନଙ୍କର ଆଗମନ ହେବ। ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ୍ ହେବେ। ସମାଜ କଲ୍ୟାଣ , ଧର୍ମାନୁଷ୍ଠାନରେ , ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଭାଗ୍ୟର ପରିବର୍ତନ ହେବା ସହିତ ଉନ୍ନତି ପଥରେ ଅଗ୍ରସର ହେବେ। ସକାଳୁ ସକାଳୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ କୌଣସି ବିଶେଷ ଅସୁବିଧା ହେବନାହିଁ। ଧାତୁ, ଅଳଙ୍କାର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।
ପ୍ରତିକାର- “ଓଁ ହ୍ଲୀଂ ହ୍ଲୀଂ ସୂର୍ୟ୍ୟାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୧
ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।