• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17March 2025 To 22th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।

Virgo

କନ୍ୟା

Monday 17 Mar 2025

ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପ୍ରେମିକା,ପ୍ରେମିକମାନଙ୍କ ସମ୍ପର୍କରେ ପରିବର୍ତ୍ତନ ହୋଇପାରେ । ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ନିଜର ଖର୍ଚ୍ଚ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ ।ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ଫାଇବା କଷ୍ଟକର ହୋଇପାରେ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।