ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।
ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ। କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟ କଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କଛି ବି କହି ପାରିବେ ନାହିଁ । ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ପୈତୃକ ସମ୍ପତିକି ନେଇ ଲାଗିଥିବା ବିବାଦର ସମାଧାନ ହୋଇଯିବ ।ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି।
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।