ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।
ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ଶ୍ରମିକ ଓ କର୍ମଚାରୀମାନେ କଠିନ ପରିଶ୍ରମ କରିବେ । ଧନ, ଧାନ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ଆଜିର ପ୍ରତ୍ୟୁଷ ଯାତ୍ରା ଲକ୍ଷ୍ୟ ହାସଲ ଦିଗରେ ଅନୁକୂଳତା ପ୍ରଦାନ କରିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ଉଚିତ ମନେ କରିପାରନ୍ତି।
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।