• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17March 2025 To 22th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ।

Capricorn

ମକର

Monday 17 Mar 2025

ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ। ପରିବାରର ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ,ଗୃହ ଜମି.ପରିବହନ ପ୍ରଭୃତିରୁ ଖୁସି ରହିବେ। ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ। ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ। ପଡ଼ୋଶୀ ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।