କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ରପ୍ତାନି ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ । ଅର୍ଥିିାଭାବ ଲାଗିରହିବା କାରଣରୁ କେତେକ ଆଶା ଅପୂରଣ ରହିଯାଇପାରେ । ସାଧାରଣ କଥାକୁ କେନ୍ଦ୍ରକରି ପଡୋଶୀଙ୍କ ରୋଷର ଶିକାର ହେବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିମାଣ ଅନୁକୂଳ ହେବ । କୋର୍ଟ କଚେରୀ ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି ମାମଲାରେ ସଫଳତା ମିଳିବ । ଯାନ ବାହାନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହେବେ ।
ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬