• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17th February 2025 To 23rd February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Aquarius

କୁମ୍ଭ

Monday 17 Feb 2025

ଯନ୍ତ୍ରଣା ଅବଶ୍ୟ ଅନେକ ପରିମାଣରେ କମିଯିବ । ଚାକିରି କ୍ଷେତ୍ରରେ ମହିଳା ମାନେ ବହୁ ନାନାବିଧ ସମସ୍ୟାର ସମ୍ମୁଖିନ ହେଲେ ମଧ୍ୟ ସଫଳତା ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ । ଉତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତିରେ ସମାଜ ସେବା କରି ସ୍ୱନାମ ଅର୍ଜନ କରିବେ ।

ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :