କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ରାଜନୈତିକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଛାତ୍ରଛାତ୍ରୀ ମାନେ ବିଦ୍ୟାରେ ସଫଳ ହେବେ । ସଫଳତା ଅବଲମ୍ବନ ନ କଲେ ବାଦବିବାଦ ମାଲିମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଭୋଗବିଳାସ ଦ୍ରବ୍ୟ କ୍ରୟ କରି ଅର୍ଥିକ ସଙ୍କଟ ଭୋଦି ପାରନ୍ତି । ଦାମ୍ପତ୍ୟ ସୁଖରେ ବାଧା ଉପୁଜି ପାରେ ।
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫