• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17th February 2025 To 23rd February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Cancer

କର୍କଟ

Monday 17 Feb 2025

ଆନୁଷ୍ଠାନିକ କାମରୁ ଖୁସି ରହିବେ । ଠିକଣା ଜାଗାରେ ପ୍ରିୟ ଲୋକଟିକୁ ନ ପାଇ ବ୍ୟସ୍ତ ହୋଇପାରନ୍ତି । ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ । ବିଦ୍ୟାରେ ଉନ୍ନତି ହେବା ସହ ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ପାଇପାରନ୍ତି । କର୍ମ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେଇପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ସମାଲୋଚନାରୁ ରକ୍ଷାପାଇବେ ।

ପ୍ରତିକାର- ଭୋକିଲା ଲୋକଙ୍କୁ ଖେଚୁଡି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :