• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17th February 2025 To 23rd February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Leo

ସିଂହ

Monday 17 Feb 2025

ସ୍ୱାସ୍ଥ୍ୟରେ ପରିବର୍ତନ ହେବ । ଶତୃମାନେ ଦୂରେଇ ଯିବେ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ୱାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଅଚାନକ ଧନ ପ୍ରାପ୍ତି ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଷ କରିବେ । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ଶୁଭ ସମାଚାର ପାଇ ଖୁସି ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସିତ ହେବେ । ଐଶ୍ୱର‌୍ୟ୍ୟ ପ୍ରାପ୍ତି ତଥା ଅନେକ କ୍ଷେତ୍ରରେ ସଫଳତାର ସୂଚନା ମିଳିବ । କର୍ମକର୍ତାଙ୍କ ବ୍ୟବହାର ଆପଣଙ୍କ କର୍ତବ୍ୟ ନିଷ୍ଠା ବୃଦ୍ଧି କରାଇବ ।

ପ୍ରତିକାର- ଗୁରୁଜନ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :