• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17th February 2025 To 23rd February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Virgo

କନ୍ୟା

Monday 17 Feb 2025

ଦେବା ନେବାକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢିପାରେ । ବ୍ୟବସାୟରେ ସନ୍ତୋଷ ପ୍ରକାଶ କରିବେ । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରିପାରନ୍ତି । କୋର୍ଟ କଚେରୀ ମାମଲା ସମାଧାନ ହୋଇଯିବ । ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିପାରିବେ ।

ପ୍ରତିକାର- ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :