• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17th February 2025 To 23rd February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Scorpio

ବିଛା

Monday 17 Feb 2025

ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ଅଶାନ୍ତି ଦୂର ହେବ । ବ୍ୟାପାର କାରବାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ବାଧ୍ୟବାଧକତାରେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । କୌଶଳ ପୂର୍ଣ୍ଣ କାର୍ଯ୍ୟ ପଦ୍ଧତି ଯୋଗୁ ବହୁତ ଦିନରୁ ଭାଙ୍ଗିପଡିଥିବା ସମ୍ପର୍କ ପୁଣିଥରେ ଯୋଡି ହୋଇଯିବ । ଅଫିସ କାମରୁ ଫୁରୁସତ ପାଇବେ ନାହିଁ ।

ପ୍ରତିକାର- ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :