• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 17th February 2025 To 23rd February 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Capricorn

ମକର

Monday 17 Feb 2025

ସନ୍ତାନ ମାନଙ୍କୁ ନେଇ ବିଭିନ୍ନ ଚିନ୍ତା ଭିତରେ ସମୟ କଟିପାରେ । ଆୟ କମ୍ ବ୍ୟୟ ବେଶି ହେବା ସହିତ ଅର୍ଥହାନୀ ଲାଗି ରହିପାରେ । ପୈତୃକ ସମ୍ପତି କୁ ନେଇ ବିବାଦର ସମ୍ମୁଖୀନ ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଆତ୍ମିୟ ଲୋକଙ୍କ ସାହାର୍ଯ୍ୟ ପୁରା ହେବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଅର୍ଥ ସଙ୍କଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇପାରିବେ ନାହିଁ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :