କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
କୌଣସି ବ୍ୟକ୍ତି ଉପରେ ରାଗ ସୁଝାଇବାକୁ ଯାଇ କଡାଭାଷା ପ୍ରୟୋଗ କରିପାରନ୍ତି । ସଭାସମିତିରେ ସମ୍ମାନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ସନ୍ଧ୍ୟାରେ ସାମାନ୍ୟ ଅସୁସ୍ଥି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସମସ୍ୟା ବଢିଯାଉଥିବାରୁ ଦୁର୍ଭାବନା ବଢିଚାଲିବ । ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଜମିଜମା କିମ୍ବା ଅର୍ଥ ସମ୍ପର୍କୀୟ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ପ୍ରତିକାର- ଗରିବ ଲୋକଙ୍କୁ ଭୋଜନ, ପୋଷାକ, ତୈଳ ଦାନ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯