• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Aries

ମେଷ

Monday 17 Jun 2024

ପାରିବାରର ମହତ୍ୱ ପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ସନ୍ତାନଙ୍କ ଶିକ୍ଷା, ଦୂରଯାତ୍ରା ତଥା ପ୍ରିୟଜନଙ୍କ ସକାଶେ ଔଷଧ କ୍ରୟଜନିତ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଆୟର ମାର୍ଗ ପ୍ରଶସ୍ତ ହେବ । ଦୂରଯାତ୍ରାରେ ସୁଖ ମିଳିବ ଏବଂ ଲାଭବାନ୍ ହେବେ । ବାହନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ପ୍ରତିକାର- ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :