• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Taurus

ବୃଷ

Monday 17 Jun 2024

ରାଜନୈତିକ କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠା ବୃଦ୍ଧି ହେବ । ପରିଶ୍ରମ ଦ୍ୱାରା ଲାଭ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଅଟକିଥିବା କାମକୁ ପୂର୍ଣ୍ଣାଙ୍ଗ କରିବାରେ ପଦସ୍ଥ କର୍ମଚାରୀ ଆପଣଙ୍କ ପ୍ରତି ସହାନୁଭୂତି ପ୍ରକାଶ କରିପାରନ୍ତି । ଖେଳ, ବିଦ୍ୟା ଓ ସାମାଜିକ କ୍ଷେତ୍ରରେ ଆଦୃତ ହେବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପଡ଼ୋଶୀଙ୍କ କାମରେ ସାମିଲ ହୋଇପାରନ୍ତି । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫସିଯିବେ ।

ପ୍ରତିକାର- ଶୁକ୍ରଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :