• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Aquarius

କୁମ୍ଭ

Monday 17 Jun 2024

ମଧୁର ବ୍ୟବହାର ଦ୍ୱାରା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିଙ୍କ ସହ ବନ୍ଧୁତା ସୃଷ୍ଟିହେବ । ସନ୍ତାନଙ୍କର ଉନ୍ନତିରେ ହର୍ଷୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । କର୍ମକ୍ଷେତ୍ରରେ ଚତୁରତା ସହ ଗତିକରି କାମ ହାସଲ କରିବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୁର ହୋଇଯିବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ ଖ୍ୟାତି ବଢିବ । ଅଟକି ଥିବା କାର୍ଯ୍ୟ ଚାଲୁ କରିବାକୁ ଉତ୍ସାହିତ ହେବେ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସମସ୍ତ କାର୍ଯ୍ୟରେ ମିଳିବା ସହ ଶତ୍ରୁର ବିନାଶ ହେବ ।

ପ୍ରତିକାର-ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :