• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Pisces

ମୀନ

Monday 17 Jun 2024

ଆପଣଙ୍କର ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ଅନ୍ୟମାଙ୍କୁ ସାହାଯ୍ୟ କରିବା ପାଇଁ କୌଣସି ଆୟୋଜନ କରେଇବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :