• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Gemini

ମିଥୁନ

Monday 17 Jun 2024

ନୂତନ ଗୃହସୁଖ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଠିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ । ସମସ୍ୟା ବିଜଡିତ ରହିଲେ ମଧ୍ୟ ପର କ୍ଷଣରେ ପ୍ରଶାସନିକ କ୍ଷେତ୍ରରେ ସ୍ଥିରତା ଫେରିପାଇବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :