• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Cancer

କର୍କଟ

Monday 17 Jun 2024

ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ନିଜର ଆବଶ୍ୟକତାକୁ ପଛକୁ ପକାଇ ଭାଇ, ବନ୍ଧୁ କିମ୍ବା ପ୍ରିୟଜନଙ୍କ ସକାଶେ ଅର୍ଥବ୍ୟୟ କରିବାକୁ ପଡ଼ିପାରେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ମାଲିମକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ ।

ପ୍ରତିକାର- ମା ଭୁବନେଶ୍ୱରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :