• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Leo

ସିଂହ

Monday 17 Jun 2024

ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହେଯାଗ , ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିଯୋଗିତା ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ ।

ପ୍ରତିକାର-ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :