• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Virgo

କନ୍ୟା

Monday 17 Jun 2024

କର୍ମକ୍ଷେତ୍ରରେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ସାଧନ କରିବେ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ଲେଖକ , ପତ୍ରକାର , ରାଜନୈତିକ , ସଙ୍ଗୀତଜ୍ଞ , ଠିକାଦାର ଓ ସରକାରୀ କର୍ମଚାରୀମାନେ ପଦୋନ୍ନତିର ସଙ୍କେତ ପାଇବେ । ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ । କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ନୂତନକର୍ମ ପ୍ରାପ୍ତ ଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ ।

ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :