• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Libra

ତୁଳା

Monday 17 Jun 2024

ସ୍ୱାସ୍ଥ୍ୟ ଠିକ୍ ରହିବ ଓ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ କିମ୍ବା ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରି ପାରନ୍ତି । ଶୁଭ ସମାଚାର ମିଳିପାରେ । ପୁରୁଣା ନିବେଶ ଲାଭ ଦେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ରାଜନୀତିରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆର୍ଥିକ ସଙ୍କଟ ଦୂର ହେବ । ଶିକ୍ଷାର୍ଥୀଙ୍କର ଅନେକ ଶୁଭହେବ ।

ପ୍ରତିକାର- ଶ୍ରୀ କମଳାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :