• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Scorpio

ବିଛା

Monday 17 Jun 2024

ଆର୍ଥିକସ୍ଥିତି ସୁଧୁରି ଯିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ପ୍ରେମିକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ହେବେ । କଳା, କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳତା ମିଳିପାରେ ।

ପ୍ରତିକାର- ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :