• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Sagittarius

ଧନୁ

Monday 17 Jun 2024

ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା ସହ ସମ୍ପର୍କୀୟଙ୍କ ସାହାଯ୍ୟ ସହାନୁଭୂତି ଲାଭ କରିବେ । କର୍ମକ୍ଷେତ୍ରରେ ସବୁ ଦିଗକୁ ଦେଖି କାମ ନ କଲେ ଅସୁବିଧାରେ ପଡ଼ିପାରନ୍ତି । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାର୍ଟି ବା ସମାରୋହରେ ସମ୍ମୀଳିତ ହେବାକୁ ପଡିପାରେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ମିତ୍ରଙ୍କ ଦ୍ୱାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ରାଜନୀତି ମାମଲାରେ ସଫଳତା ମିଳିବ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :