• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 17th June To 23rd June 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ଶାନ୍ତ, ସରଳ ବିଚାରଧାରା ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରାଇବାରେ ସାହାଯ୍ୟ କରିବ । ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ ।

Capricorn

ମକର

Monday 17 Jun 2024

ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଜଣା ବ୍ୟକ୍ତିଙ୍କ ଜରିଆରେ ଶୁଭ ସମାଚାର ମିଳିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ଉଚିତପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ସୁଖମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ରଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ ।

ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :