ଏହି ସପ୍ତାହରେ ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ନିଜର ଶରୀରକୁ ସୁସ୍ତ ରଖିବା ପାଇଁ ଆପଣଙ୍କୁ ଆଜି ଖେଳ-କୁଦ ପରି ଗତିବିଧିରେ ସମୟ ବ୍ୟତୀତ କରିବା ଉଚିତ ଜ୍ଝ ଆପଣଙ୍କ ପଇସା ଆପଣଙ୍କ କାମରେ ସେବେ ଆସିବ ଯେବେ ଆପଣ ତାହା ସଞ୍ଚୟ କରିବେ ଜ୍ଝଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି
ପ୍ରତିକାର- ଦକ୍ଷିଣକାଳିଙ୍କର ମନ୍ଦିର ଦର୍ଶନ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮