• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aquarius

କୁମ୍ଭ

Monday 19 Aug 2024

କର୍ମଚାରୀମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାରେ ଉନ୍ନତି କରିବେ । ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ ଏବଂ କୌଣସି ପରିବର୍ତ୍ତନର ଲକ୍ଷଣ ଦେଖିପାରିବେ ନାହିଁ। ଆଗାମୀ ଆନୁଷ୍ଠାନିକ କାମ ପାଇଁ ବ୍ୟସ୍ତତା ଅନୁଭବ କରିବେ। କଳା, ସାହିତ୍ୟ ଓ ସଙ୍ଗୀତ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିବେ।

ପ୍ରତିକାର- ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :