• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Pisces

ମୀନ

Monday 19 Aug 2024

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ । ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୀତିରେ ଶତୃମାନେ ପରାଜିତ ହେବେ । ଭୂମି କ୍ରୟର ସୁଯୋଗ ଆସିପାରେ । ମହିଳା ମାନେ ସୈଖିନ ଦ୍ରବ୍ୟ କ୍ରୟ କରିବେ । ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବା ଠିକ୍‌

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :