• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Cancer

କର୍କଟ

Monday 19 Aug 2024

ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଯଥା ସମୟ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କଳ, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବାଦ ବିବାଦ ଠାରୁ ଦୂରେଇ ରହିବା ଭଲ । ଘରର ଅସଜଡା କାମ କୁ ସଜାଡି ପାରନ୍ତି ।

ପ୍ରତିକାର- ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :