• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Leo

ସିଂହ

Monday 19 Aug 2024

ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ସାହିତ୍ୟ ଓ କଳା କ୍ଷେତ୍ରରେ ସମ୍ମାନ ପାଇବେ । ଅନେକ ଗୁଡିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳୀବ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ।

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :