Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...
କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ । ବିଦ୍ୟାର୍ଥୀଙ୍କ ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ।
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫