• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Scorpio

ବିଛା

Monday 19 Aug 2024

ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ ଓ ବକେୟା ଅର୍ଥ ଆଦାୟ ହେବ । ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।

ପ୍ରତିକାର - ବଗଳା ମୁଖିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :