• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Sagittarius

ଧନୁ

Monday 19 Aug 2024

ଅଚାନକ ଭାବେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ । ବିଦ୍ୟାରେ ଉନ୍ନତି ହେବ । ଯେ କୌଣସି କାମରେ ହାତ ଦେଲେ ସେଥିରେ ସଫଳତା ପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :