• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Capricorn

ମକର

Monday 19 Aug 2024

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିିବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ଭାଇବନ୍ଧୁଙ୍କ ସହାୟତା ପାଇ ଶତ୍ରୁ ବିନାଶ କରିବେ ଓ ମାନସିକ ଶାନ୍ତି ଫେରିପାଇବେ । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ । ମନରେ ଅହଂଭାବ ଉଦ୍ରେକ ହୋଇପାରେ ।

ପ୍ରତିକାର- କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :