Weekly Horoscope: From 19th August To 25th August 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Aries

ମେଷ

Monday 19 Aug 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ । କର୍ମକ୍ଷେତ୍ରରେ ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ପ୍ରକାରର ଅସୁବିଧା ନହୋଇ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ବନ୍ଧୁଙ୍କୁ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ ମିଳିବ।

ପ୍ରତିକାର- ଗରିବ ଲୋକଙ୍କୁ ଭୋଜନ, ପୋଷାକ, ତୈଳ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :