ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ପାରିବାରିକ ସମସ୍ୟାର ସମାଧାନ ଦିଗରେ ଚେଷ୍ଟିତ ହେବେ।ବନ୍ଧୁମାନଙ୍କ ସହାୟତାରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ। ଆଜି ଆପଣଙ୍କ ସକାଶେ କୌଣସି କାମ ଅସାଧ୍ୟ ରହିବ ନାହିଁ । ଧୈର୍ୟ୍ୟ ଧରିପାରିଲେ ଉପକୃତ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।
ପ୍ରତିକାର – ଓଁ କ୍ରାଂ କ୍ରୀଂ କୈା ସଃ ଭୈାମାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯