• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 20th January 2025 To 26th January 2025: ଜାଣନ୍ତୁ କେମିତି କଟିବ ଏହି ସପ୍ତାହ; ଏହି ରାଶିର ବ୍ୟକ୍ତିଙ୍କୁ ଆକସ୍ମିକ ଧନ ଲାଭ ହେବ...

ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।

Pisces

ମୀନ

Monday 20 Jan 2025

ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ତର୍କର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ନିଷ୍ପତ୍ତିକୁ ଅନ୍ୟମାନେ ସ୍ବାଗତ କରିବେ। ସାମାନ୍ୟ ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ କର୍ମକ୍ଷେତ୍ରରେ ନିଶ୍ଚିତ ଉପକୃତ ହେବେ।ମାଲିମକଦ୍ଦମା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନର ଆଶା କ୍ଷୀଣ ହୋଇପାରେ। ସମସ୍ତ ସୁବିଧା ଓ ସୁଯୋଗ ଲାଭ କରି କାମ ହାସଲ କରିବେ।କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ନିଜ ଲୋକଙ୍କଠାରୁ ମଧ୍ୟ ସହଯୋଗ ପାଇବେନି।

ପ୍ରତିକାର – ଓଁ ଗ୍ରାଂ ଗ୍ରୀଂ ଗୈା ସଃ ଗୁରବେ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :