ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ସାମୟିକ ମନକୁ ଭାରାକ୍ରାନ୍ତ କରିପାରେ। ମାନସିକ ସ୍ତରରେ କିଛି ଦୁଃଖ ରହିଥିଲେ ମଧ୍ୟ ଆବଶ୍ୟକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟ ଲାଭକରି ଉଚ୍ଚସ୍ତରରୁ କିମ୍ବା ସଭାସମିତିରୁ ସମ୍ମାନିତ ହେବେ।
ପ୍ରତିକାର – ଓଁ ହାଂ ହ୍ରୀଂ ହୈା ସଃ ସୂର୍ଯ୍ୟାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧